Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଜ୍ୟ
କରୋନା ମୁକାବିଲା ପାଇଁ ଆସିବେ କେନ୍ଦ୍ରୀୟ ଟିମ୍।
ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବେ। କୋଭିଡ୍ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି…
Read More...
Read More...
ରାଜ୍ୟରେ ଆଜି ପୁଣି ୩୦୨୫ ପଜିଟିଭ ଚିହ୍ନଟ ଓ ୧୧ ମୃତ।
ଭୁବନେଶ୍ବର,୧/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୦୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୪୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...
Read More...
ଆସନ୍ତାକାଲି ଠାରୁ ଜେଇଇ ମେନ୍ ପରୀକ୍ଷା।
ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
Read More...
Read More...
ରାଜ୍ୟରେ ଜାରିହେଲା ଅନଲକ୍ ୪ ଗାଇଡଲାଇନ୍।
ଭୁବନେଶ୍ବର,୩୧।୮(ଓଡ଼ିଆ ନ୍ୟୁଜ) ଆଜି ରାଜ୍ୟ ସରକାର ଅନ୍ଲକ୍ ଗାଇଡ୍ଲାଇନ୍ ଜାରି କରିଛନ୍ତି। ସେପ୍ଟେମ୍ବର ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା ଗାଇଡ୍ଲାଇନ୍ରେ ଦର୍ଶାଇଛନ୍ତି ଯେ କଣ୍ଟେନ୍ମେଣ୍ଟ ଜୋନ୍ଗୁଡ଼ିକରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଲକ୍ଡାଉନ୍ ଜାରି ରହିବ ଏବଂ ସ୍ଥାନୀୟ…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ। ସମୀକ୍ଷା ବୈଠକରେ ବଡ ଘୋଷଣା।
ଭୁବନେଶ୍ୱର,୩୧।୮(ଓଡ଼ିଆ ନ୍ୟୁଜ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ…
Read More...
Read More...
ଆଜି ସ୍ବାୟତ୍ତ ଶାସନ ଦିବସ।
ଭୁବନେଶ୍ବର, ୩୧।୮(ଓଡ଼ିଆ ନ୍ୟୁଜ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…
Read More...
Read More...
ଆଜି ରାତିରୁ ପୁଣି ବର୍ଷା ସମ୍ଭାବନା। ବୋଝ ଉପରେ ନଳିତା ବିଡା।
ଭୁବନେଶ୍ୱର,୩୧।୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ମହାମାରୀର ତାଣ୍ଡବ ଚାଲିଛି। ଏହାରି ଭିତରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ…
Read More...
Read More...
ମୁଖ୍ୟ ଶାସନ ସଚିବଙ୍କ ଟ୍ବିଟ ଯୋଗେ ଧନ୍ୟବାଦ।
ଭୁବନେଶ୍ୱର, ୩୧ା୮(ଓଡ଼ିଆ ନ୍ୟୁଜ): ନିଟ୍ ଓ ଜେଇଇ ମେନ୍ ପରୀକ୍ଷାର୍ଥୀଙ୍କୁ ବିଭିନ୍ନ ସୁବିଧା ଯୋଗଇବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ । ଏହି ସୁବିଧା ଯୋଗାଇବା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ଟ୍ୱିଟ କରିଛନ୍ତି । ସେ କହିଛନ୍ତି ଏଯାଏଁ ପରୀକ୍ଷା କେନ୍ଦ୍ରକୁ…
Read More...
Read More...
ହୀରାକୁଦରେ ବନ୍ଦ ହେଲା ୧୦ ଟି ଗେଟ।
ହୀରାକୁଦ,୩୧/୮(ଓଡ଼ିଆ ନ୍ୟୁଜ):ହୀରାକୁଦ ଡ଼୍ୟାମର ଜଳ ପତ୍ତନ ହ୍ରାସ ପାଉଛି। ଡ଼୍ୟାମର ଆଉ ୪ଟି ଗେଟ ବନ୍ଦ ହୋଇଥିବା ବେଳେ ଡ଼୍ୟାମରୁ ସକାଳ ୮ଟାରୁ ୩୬ଟି ଗେଟ ଦେଇ ଜଳ ନିଷ୍କାସନ ଚାଲୁଛି। ଡ଼୍ୟାମର ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳ ପତ୍ତନ ୬୨୭.୨୫ ଫୁଟ ରହିଛି। ଡ଼୍ୟାମ ମଧ୍ୟକୁ ୫…
Read More...
Read More...
ରାଜ୍ୟରେ ଆଜି ପୁଣି ୨୬୦୨ ପଜିଟିଭ ଚିହ୍ନଟ ଓ ୧୦ ମୃତ।
ଭୁବନେଶ୍ବର,୩୧/୮(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ପୁଣି ୨୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୦୪୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...
Read More...