Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ରାଜ୍ୟ
ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ…
Read More...
Read More...
ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି…
Read More...
Read More...
ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ
ଭୁବନେଶ୍ୱର : ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେସନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି, ସମାଜର…
Read More...
Read More...
ଏମ୍ସ ଭୁବନେଶ୍ୱର ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ ପକ୍ଷରୁ ଯୁବ ଚିକିତ୍ସକ ସମ୍ମିଳନୀ
ଭୁବନେଶ୍ୱର : ପାକସ୍ଥଳୀ ତଥା ଖାଦ୍ୟନଳୀଜନିତ ବିଭିନ୍ନ ସମସ୍ୟା ଯେକୌଣସି ଡାକ୍ତରଖାନାରେ ଜରୁରୀକାଳୀନ ଚିକିତ୍ସା ପରିସ୍ଥିତିର ଏକ ପ୍ରମୁଖ ଅଂଶ ଅଟେ। ଏଥିସହିତ ବିଭିନ୍ନ କାରଣରୁ ସମାଜରେ ଦିନକୁ ଦିନ ବୃଦ୍ଧି ପାଉଛି ଯକୃତଜନିତ ନାନା ସମସ୍ୟା। ଏହି କାରଣରୁ ଲିଭର ଫେଲ୍ ସହିତ ମସ୍ତିଷ୍କ ଅକାମୀ…
Read More...
Read More...
ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା
ଭୁବନେଶ୍ୱର : ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି।
୧୯୮୯ ବ୍ୟାଚ୍ର ଆଇଏଏସ୍ ଅଫିସର…
Read More...
Read More...
ଓଡିଶାରେ ପ୍ରଥମ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର
ଭୁବନେଶ୍ବର : ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଆଉଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି । ଆଜି ଓଡିଶାରେ ପ୍ରଥମ କରି ରୋବୋଟିକ୍ ମେସିନ ସାହାର୍ଯ୍ୟରେ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର କରାଯାଇଛି । ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ଦୁଇ ଜଣ ବୟସ୍କ ମହିଳା ଓ ଜଣେ ପୁରୁଷଙ୍କର ରୋବୋଟିକ୍…
Read More...
Read More...
ଲୋକାଭିମୁଖୀ ବଜେଟ ୨୦୨୩-୨୪ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହାକୁ ଉପସ୍ଥାପନ କରିଛନ୍ତି । ଗତ ଆର୍ଥିକ ବର୍ଷ ତୁଳନାରେ ବଜେଟର ଆକାର ୩୦ ହଜାର କୋଟି ଟଙ୍କା…
Read More...
Read More...
ମୁକ୍ତା ଯୋଜନା ଅଧିକ କ୍ରିୟାଶୀଳ ହେବା ପାଇଁ ଏମଓୟୁ
ଭୁବନେଶ୍ୱର :ରାଜ୍ୟରେ ମୁକ୍ତା ଯୋଜନାକୁ ଅଧିକ ଗତିଶୀଳ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିନିମନ୍ତେ ନଗର ଉନ୍ନୟନ ବିଭାଗ ଓ ସହରାଞ୍ଚଳ ପରିଚାଳନା ସଂସ୍ଥା ମଧ୍ୟରେ ଏକ ଏମ୍ଓୟୁ ସ୍ବାକ୍ଷରିତ ହେଇଛି। ନଗରଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥି ଭାଥନନ୍ ଏବଂ ସହରାଞ୍ଚଳ ପରିଚାଳନା…
Read More...
Read More...
ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍ ହେବ – ମୁଖ୍ୟମନ୍ତ୍ରୀ
ପୁରୀ : ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ…
Read More...
Read More...
ଏମ୍ସ ଭୁବନେଶ୍ୱରରେ ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମ
ଭୁବନେଶ୍ୱର : ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମକୁ ତ୍ବରିତ କରିବା ଉଦ୍ଦେଶ୍ୟରେ ଆଜି ଏମ୍ସ ଭୁବନେଶ୍ୱର ପରିସରରେ ଖୋର୍ଦ୍ଧା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମିଳିତ ସହଯୋଗରେ ସାର୍ବଜନୀନ ବାତଜ୍ବର ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…
Read More...
Read More...