banner
Breaking
Browsing Category

ରାଜ୍ୟ

ୟୁପିଏସସି ପରୀକ୍ଷାରେ ୧୦ ଜଣଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ।

ନୂଆଦିଲ୍ଲୀ,୪/୮(ବ୍ୟୁରୋ): ୟୁପିଏସ୍‌ସି ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍‌ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି। ପରୀକ୍ଷା ଫଳ ୟୁପିଏସ୍‌ସି ଓ୍ବେସାଇଟ୍‌ରେ ପ୍ରକାଶ…
Read More...

ସାଢେ ୪ କୋଟି ଓଡିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ।

ଭୁବନେଶ୍ଵର,୪/୮(ଓଡ଼ିଆ ନ୍ୟୁଜ): ଆସନ୍ତାକାଲି ଅର୍ଥାତ୍ ବୁଧବାର ସନ୍ଧ୍ୟା ୬ଟାରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟର ଗୋଟିଏ ମିନିଟ୍ ନିରବ ପ୍ରାର୍ଥନା ନିମନ୍ତେ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ​‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏକ ବାର୍ତାରେ କହିଛନ୍ତି ଯେ ମାନବ ଜାତି ତାର…
Read More...

ରାଜ୍ୟରେ ଆଜି ପୁଣି ୧୩୮୪ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ଵର,୪/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୯୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ ରେ…
Read More...

ରାଜ୍ୟରେ ଆଜି ପୁଣି ୧୩୮୪ ଆକ୍ରାନ୍ତ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ଵର ,୩/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୩୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୨୯୭କୁ…
Read More...

ରାଜ୍ୟରେ ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା।

ଭୁବନେଶ୍ୱର,୨ /୮(ଓଡ଼ିଆ ନ୍ୟୁଜ): ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଗଷ୍ଟ ୨ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛି- କୋରାପୁଟ, ମାଲକାନଗିରି, ସମ୍ବଲପୁର ଝାରସୁଗୁଡା,…
Read More...

ରାଜ୍ୟରେ ଆଜି ପୁଣି ୧୪୩୪ ଆକ୍ରାନ୍ତ ଓ ୧୦ ମୃତ।

ଭୁବନେଶ୍ଵର ,୨/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୪୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୯ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ କୁ…
Read More...

ଓଡିଶାରେ ୫ ପ୍ରକାରର କରୋନା ଭୂତାଣୁ ଚିହ୍ନଟ।

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି ଭାଇରସ୍‌ ଠାବ ହୋଇଛି। ଏନେଇ ଆର୍‌ଏମ୍‌ଆର୍‌ସି ଓ ଆଇଏଲ୍‌ଏସ୍‌ ପକ୍ଷରୁ ଶନିବାର କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା…
Read More...

ପ୍ରବାସୀ ଓଡିଆ କୁଶଳୀ ଶ୍ରମିକଙ୍କ କର୍ମନିଯୁକ୍ତି ଦେବା ପାଇଁ ସାଂସଦ ଅମର ପନାୟକଙ୍କ ପ୍ରୟାସ।

ଭୁବନେଶ୍ୱର,୧/୮(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ସମୟରେ ଅନେକ ପ୍ରବାସୀ ଓଡିଆ ଜୀବିକା ହରାଇ ରାଜ୍ୟକୁ ଫେରି ଆସିଥିଲେ । ସେମାନଙ୍କ ମଧ୍ୟରୁ ଅନେକ କର୍ମସଂସ୍ଥାନ ସନ୍ଧାନରେ ପୁନର୍ବାର ଯିବା ନିମନ୍ତେ ଯୋଜନା କଲେଣି । ତେଣୁ ଏହି ଭଳି ପ୍ରବାସୀ କୁଶଳୀ ଶ୍ରମିକମାନଙ୍କୁ କର୍ମନିଯୁକ୍ତି ପ୍ରଦାନ…
Read More...

ରାଜ୍ୟରେ ଆଜି ପୁଣି ୧୬୦୨ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ଵର ,୧/୮(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୧୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯୩ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୪୭୯କୁ…
Read More...

ରାଜ୍ୟରେ ଜାରିହେଲା ଅନଲକ୍-୩ ଗାଇଡଲାଇନ୍।

ଭୁବନେଶ୍ୱର,୩୧/୭(ଓଡ଼ିଆ ନ୍ୟୁଜ): ରାଜ୍ୟର ଅନଲକ୍ ୩ ସମ୍ପର୍କ ରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ କହିଛନ୍ତି, ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ସକ୍ରିୟ ହାର କମ୍ ଅଛି । ସୁସ୍ଥ ହାର ଅଧିକ ରହିଛି । ପ୍ରାୟ ସାଢେ ୪ ମାସ ହେଲା କରୋନା ମୁକାବିଲାରେ ଭଲ ଫଳ ମିଳିଛି । ବର୍ତ୍ତମାନ…
Read More...