Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ରାଶିଫଳ
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣ ଉଚ୍ଚ ମନ ଓ ଦୃଢ ଆତ୍ମବଳ ନେଇ କାମ କରିବେ। ପାରିବାରିକ,ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ଲାଭ ପାଇଁ ଚିନ୍ତା ବଢ଼ିପାରେ। ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କର ସ୍ବାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅର୍ଥ,ସୁଖ ଓ ସମ୍ମାନର ଅଭାବ ରହିବ ନାହିଁ। କି ନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍ ଦେବାକୁ ପଡିପାରେ।
ବୃଷ:-ବିଭିନ୍ନ…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କ କାମ ଗୁଡିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ନିଜ ପରିସରର ବନ୍ଧୁଙ୍କ ସହିତ ଖୁସିର ଆସର ଜମିପାରେ। ପ୍ରଶାସନ,ଆନୁଷ୍ଠାନିକ କା, ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କ ସ୍ବାସ୍ଥ୍ୟ ଯେମିତି ଭଲ ରହିବ ତାହାଠାରୁ ମନ ମଧ୍ୟ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ମନ ଭିତରର ସବୁ ଦୁଃଖକୁ ସାମୟିକ ଭାବରେ ଭୁଲିଯାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କର କର୍ମକ୍ଷେତ୍ରରେ ବାକ୍ଯୁଦ୍ଧ,କଥା କଟାକଟି ଜନିତ ମତାନ୍ତରର ଆଶଙ୍କା ରହିଛି । ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ର ପାଇଁ କୈାଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ସାମାଜିକ ସ୍ତରରେ ପାଖ ପଡୋଶୀ ମାନେ…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ମନର ଦୁଃଖକୁ ସାମୟିକ ପାସୋରିଦେବେ । ରାଜନୀତିରେ ବହୁତ ଲୋକଙ୍କଠାରୁ ଆଦର ସମ୍ମାନ ପାଇବେ । ପରିବାରରେ କିମ୍ବା ନିଜ ଚତୁଃପାର୍ଶ୍ୱସ୍ଥ ପିଲାମାନଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଲାଭବାନ ହେବେ ।…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣ ଜଗିରଖି ଚଳନ୍ତୁ କାରଣ ବନ୍ଧୁ ଓ ପରିବାର ସହ କଥାରେ କଥାରେ କଳହ ଘଟିପାରେ। କର୍ମକ୍ଷେତ୍ରରେ କୈାଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ବୃଷ:-ଆଲୋଚନା…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ପୂର୍ବାହ୍ନରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ,ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ବେଶ୍ ମଜଭୁତ ରହିବ। କଥାରେ ଅନ୍ୟମାନଙ୍କୁ ଆପ୍ୟାୟିତ କରି ଜୀବନରେ ଶାନ୍ତି ଓ ସ୍ଥିରତା ଆଣିବାରେ…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ଆପଣଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମ୍ମାନର ସହ ସମାପନ କରିପାରିବେ। ଘରକାମ ହେଉ କିମ୍ବା କର୍ମକ୍ଷେତ୍ରର କାମ ହେଉ, କୌଣସି କାମ ଅଟକି ରହିବନାହିଁ। ଭଟ୍ଟା ପଡିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡି ହୋଇଯିବ। ଆର୍ଥିକ ଦିଗଟି ଭଲ…
Read More...
Read More...
ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ।
ବୃଷ:-ଆଜି ଆପଣଙ୍କ ସ୍ବାସ୍ଥ୍ୟ ଭଲ ରହିବ ଏବଂ ଭୋଗବିଳାସରେ…
Read More...
Read More...