banner
Breaking
Browsing Category

Uncategorized

ଜୁନ ୧୦ ରେ ସୂର୍ଯ୍ୟପରାଗ। କେଉଁ ରାଶି ଉପରେ କି ପ୍ରଭାବ

ଜୁନ୍‌ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଭାରତୀୟ ସମୟ ଅପରାହ୍ନ ୧ଟା ୪୨ ମିନିଟ୍‌ରୁ ସନ୍ଧ୍ୟା ୬ଟା ୪୧ ମିନିଟ୍‌ ପର୍ଯ୍ୟନ୍ତ ହେଉଥିବା ଏହି ସୂର୍ଯ୍ୟପରାଗ ଉତ୍ତର ଆମେରିକା, ୟୁରୋପ ଏବଂ ଏସିଆର କେତେକ ଅଞ୍ଚଳରେ ଆଶିଂକ ଭାବେ ଦୃଷ୍ଟିଗୋଚର ହେବ।…
Read More...

ଆଗାମୀ ୪ ଦିନ କାଳବୈଶାଖି ଓ ଝଡଡ଼ର୍ଷା।

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି,…
Read More...

ବଳକା ଟିକା ବ୍ୟବହାର କରିବାକୁ କେନ୍ଦ୍ରକୁ ଚିଠି।

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଥିବା ବେଳେ ଅନ୍ୟସବୁଠି କୋଭିଶିଲ୍ଡ ବ୍ୟବହାର ହେଉଛି। ଏବେ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ହିତାଧିକାରୀଙ୍କ ପାଇଁ ଆବଶ୍ୟକ ଟିକା ମହଜୁଦ ନ ଥିବାରୁ ଟିକାକରଣ ବାଧାପ୍ରାପ୍ତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ଆଶଙ୍କା କରିଛି। ତେଣୁ…
Read More...

ବାହାନଗା ଅଧିକ କ୍ଷୟକ୍ଷତି।

ବାହାନଗା,୨୬।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ବ୍ଲକର ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ସମୁଦ୍ର କୂଳ ଦେଇ ୟାସ୍‌ ଅତିକ୍ରମ କରିବା ବେଳେ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛିି। କେତେକ ସ୍ଥାନରେ ଗଛ ପଡି କଚ୍ଚା ଘର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ବାତ୍ୟା ପ୍ରଭାବରେ ବହୁ…
Read More...

ୟାସ ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ।

ଭୁବନେଶ୍ୱର,୨୬/୫(ବ୍ୟୁରୋ): ବାତ୍ୟା ୟସ୍‌ର ଶେଷାଂଶ ସ୍ଥଳଭାଗ ଛୁଇଁବା ସହିତ ଏହାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସମାପ୍ତ ହୋଇଛି। ଏହା ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି। ଭଦ୍ରକ, ବାଲେଶ୍ବରରେ ଏବେ ପବନର ବେଗ ହ୍ରାସ ପାଇବା ସହ ବର୍ଷା କମିଛି। ଏନ୍‌ଡିଆର‌୍‌ଏଫ୍, ଓଡ୍ରାଫ୍ ଏବଂ…
Read More...

ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ।

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍‌ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ ୪୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍‌। ପଶ୍ଚିମବଙ୍ଗର ଦୀଘାଠାରୁ ୭୦…
Read More...

ଧାମରା ପାଖଦେଇ ଅତିକ୍ରମ କରିବ ୟାସ।

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି…
Read More...

ଅତି ଭୟଙ୍କର ହୋଇପାରେ ୟାସ।

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ…
Read More...

ବାତ୍ୟା ୟାସର ପ୍ରଭାବରେ ପ୍ରଭାବିତ ହେବ ଏହିସବୁ ଜିଲ୍ଲା।

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର ରୂପ…
Read More...

ବାତ୍ୟା ପାଇଁ ଛୁଟି ବାତିଲ।

ଭୁବନେଶ୍ୱର,୨୩।୫:(ବ୍ୟୁରୋ): ବାତ୍ୟା ‘ୟାସ’ ନେଇ ପୂର୍ବରୁ ରାଜ୍ୟ ସରକାର ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଏଥିରେ ଜଳ ସମ୍ପଦ ବିଭାଗ ମଧ୍ୟ ଯୋଡ଼ି ହୋଇଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ କହିଛନ୍ତି, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ…
Read More...