banner
Breaking
Browsing Category

Uncategorized

ପାରାଦୀପ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ୟାସ।

ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ।…
Read More...

ଲଘୁଚାପର ରୂପ ନେଲା ବାତ୍ୟା ୟାସ।

ଭୁବନେଶ୍ୱର,୨୩/୫(ଓଡିଆ ନ୍ୟୁଜ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଲୋ ପ୍ରେସରରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଆସନ୍ତା କାଲି ଏହା ବାତ୍ୟାରେ ପରିଣତ ହେବ । ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…
Read More...

ଭୟଙ୍କର ହେବ ବାତ୍ୟା ୟାସ। ୧୬୫ ରୁ ୧୮୫ କିମି ପବନ ବହିବ।

ଭୁବନେଶ୍ୱର,୨୨/୫ : ସମ୍ଭାବ୍ୟ ବାତ୍ୟା ‘ୟାସ’ ଅତି ଭୟଙ୍କର ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହା କ୍ରମେ ଘନୀଭୂତ ହୋଇ ୨୪…
Read More...

ପୁରୀ କୋଭିଡ୍ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ।

ପୁରୀ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର…
Read More...

ବାତ୍ୟା ପ୍ରଭାବରେ ୨୫ ରୁ ପ୍ରବଳ ବର୍ଷା।

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଶୁକ୍ରବାର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଶନିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ…
Read More...

ଟୁଇନ୍ ସିଟିରେ ଆରମ୍ଭ ହେଲା ଇ-ପରମିଶନ ବ୍ୟବସ୍ଥା।

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଟୁଇନ୍‌ ସିଟି ପାଇଁ କମିଶନରେଟ ପୋଲିସ ଇ-ପରମିଶନ ବ୍ୟବସ୍ଥା ଆରମ୍ଭ କରିଛି। ଏନେଇ ଇ-ଆପ୍ଲିକେଶନ ଆରମ୍ଭ କରିଛି କମିଶନରେଟ ପୋଲିସ। ଟୁଇନ୍‌ ସିଟିରେ କାର୍ଯ୍ୟରତ ଘରୋଇ କମ୍ପାନୀ କର୍ମଚାରୀଙ୍କ ପାସ ବ୍ୟବସ୍ଥା ପାଇଁ କମିଶନରେଟ ପୋଲିସ ପକ୍ଷରୁ…
Read More...

୨୪ ଘଣ୍ଟାରେ ୧୫ ଜିଲ୍ଲାକୁ ଝଡଡ଼ର୍ଷା।

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ…
Read More...

ମୁସଲମାନ ଭାଇଭଉଣୀଙ୍କୁ ପବିତ୍ର ଇଦର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଶୁକ୍ରବାର ପାଳନ କରାଯାଉଛି ପବିତ୍ର ଇଦ୍‌ ଉଲ୍‌ ଫିତର। ଏହି ଅବସରରେ ମୁସଲମାନ ଭଉଣୀଭାଇଙ୍କୁ ଟୁଇଟ୍‌ କରି ଇଦ୍‌ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏଥିରେ ଲେଖିଛନ୍ତି, ଇଦ୍‌ ଜୀବନରେ ଖୁସି, ଉତ୍ତମ ସ୍ବାସ୍ଥ୍ୟ, ଭଲ ପାଇବା…
Read More...

ଆସୁଛି ଚଳିତ ବର୍ଷର ପ୍ରଥମ ବାତ୍ୟା।

ଭୁବନେଶ୍ୱର,୧୧/୫(ବ୍ୟୁରୋ):ଚଳିତବର୍ଷର ପ୍ରଥମ ବାତ୍ୟା ଆରବ ସାଗରେ ସୃଷ୍ଟି ହୋଇପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଆସନ୍ତା ୧୬ ତାରିଖ ମଧ୍ୟରେ ଆରବସାଗରରେ ବାତ୍ୟା ସୃଷ୍ଟି ହୋଇପାରେ ବୋଲି ଆଇଏମଡି ଆକଳନ କରିଛି। ଯଦି ପୂର୍ବାନୁମାନ ସତ ହୁଏ, ତେବେ ଏହା…
Read More...

ଭୁବନେଶ୍ୱରରେ ଟିକାକରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କଲା ବିଏମସି।

ଭୁବନେଶ୍ୱର, ୧୧।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତ ହାର ଦିନକୁ ଦିନ ବଢି ଚାଲିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଗତ ୮ତାରିଖରୁ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା…
Read More...