banner
Breaking
Browsing Category

Uncategorized

ଆସନ୍ତା କାଲି ଲଘୁଚାପର ରୂପ ନେବ ଘୁର୍ଣ୍ଣିଝଡ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି…
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ

ଭୁବନେଶ୍ୱର :  ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରବିବାର ଏହା ଲଘୁଚାପର ରୂପ ନେବ । ଆସନ୍ତା ୯ ତାରିଖ ସକାଳେ ଅବପାତ ପରେ ବାତ୍ୟାର ରୂପ ପରିଣତ ହେବା ନେଇ ଆଶଙ୍କା ରହିଛି। ଏବେ ସୁଦ୍ଧା ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ…
Read More...

ବାତ୍ୟାର ଗତିବିଧି ସମ୍ପର୍କରେ ଡ଼ିଜିଙ୍କ ସୂଚନା

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରେ ଏହା ୭ତାରିଖରେ ଲଘୁଚାପ ରୂପ ନେଇ ୮ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଯାଇ…
Read More...

ରାଜ୍ୟରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍‌ସିଂହପୁର…
Read More...

ଆସୁଛି ଲଘୁଚାପ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଆସୁଛି ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ମେ’ ୫ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏହା ଅବପାତ ରୂପ ନେଇପାରେ…
Read More...

ଆହୁରି ୪ ଦିନ କାଳବୈଶାଖୀ ଜାରି ରହିବ

ଭୁବନେଶ୍ବର : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ଶୁକ୍ରବାର ପାଇଁ ୨୧ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହିସବୁ ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,…
Read More...

ମେ ୫ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର : ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ…
Read More...

ବିଭିନ୍ନ ଜିଲ୍ଲାରେ କାଳ ବୈଶାଖୀ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ…
Read More...

ବଢୁଛି ତାପମାତ୍ରା,ଆସନ୍ତା ଦୁଇଦିନ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବର୍ଷା କମିବା ସହ ଖରାତାତି ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟର ୩ ସହରରେ ତାମପାତ୍ରା ୩୯ ଡିଗ୍ରୀ ଓ ତାହାଠାରୁ ଅଧିକ ରହିଥିଲା। ରାଉରକେଲା ଓ ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ ସେଲସିୟସ୍‌ ଏବଂ ବାରିପଦାରେ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୮ ସହରର…
Read More...

୩ ତାରିଖ ପର୍ଯ୍ୟନ୍ତ ବର୍ଷା

ନୂଆଦିଲ୍ଲୀ : ଦିଲ୍ଲୀ ସମେତ ଉତ୍ତର ଭାରତର କିଛି ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ବର୍ଷା ହୋଇଛି । ଫଳରେ ତାପମାତ୍ରା ସମାନ୍ୟ କମ ହୋଇଯାଇଛି । ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଏପ୍ରିଲ ୩ ପର୍ଯ୍ୟନ୍ତ ବର୍ଷା ସହ ପବନ ଜାରି ରହିବ । ପାଣିପାଗ ବିଭାଗ କହିଛି ଶୁକ୍ରବାର କେରଳ,…
Read More...