banner
Breaking
Browsing Category

Uncategorized

କମିବ ଶୀତ

ଭୁବନେଶ୍ୱର : ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲ୍‌ସିୟସ…
Read More...

କାଲି ଦିନ ୧ଟା ରୁ ସ୍କୁଲ ବନ୍ଦ

ଭୁବନେଶ୍ୱର : ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ହକି ବିଶ୍ୱକପ ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ଲାଗି ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟ ସରକାର…
Read More...

ବଢ଼ିବ ଶୀତ

ଭୁବନେଶ୍ୱର : ବଢିବ ଶୀତ। ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ତଳକୁ ଖସିବା ସହ ଶୀତର ପ୍ରକୋପ ବଢିବା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅନ୍ୟପଟେ,ମଙ୍ଗଳବାର ରାତି ଏବଂ ବୁଧବାର ସକାଳେ…
Read More...

ଚାରୋଟି ଶିଶୁ ଶାବକ ଜନ୍ମ ଦେଲା ସିଂହୀ ବିଜଲୀ

ଭୁବନେଶ୍ୱର : ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି। ଏସୀୟ ସିଂହୀ ବିଜଲୀ ମଙ୍ଗଳବାର ତା’ର ତୃତୀୟ ଗର୍ଭରୁ ୪ଟି ଶାବକଙ୍କୁ ଜନ୍ମ ଦେଇଛି। ପ୍ରଥମ ଶାବକ ଅପରାହ୍ନ ୨ଟା ୩୨, ୨ୟ ଶାବକ ଅପରାହ୍ନ ୪ଟା ୧୬, ୩ୟ ଶାବକ ଅପରାହ୍ନ ୫ଟା ୩୬ ଏବଂ ୪ର୍ଥ ଶାବକ ସା ୭ଟା ୨୧ରେ ଜନ୍ମ…
Read More...

ଚଳିତ ବର୍ଷର ଏହା ଶେଷ ଚନ୍ଦ୍ର ଗ୍ରହଣ, ପୁଣି କେବେ ପଡିବ ଜାଣନ୍ତୁ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ ମଧ୍ୟ ଚନ୍ଦ୍ର ଉଦୟ ହୋଇ ନ ଥିବାରୁ…
Read More...

ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ : ଶ୍ରୀମନ୍ଦିର ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଥିଲା। ଏ ନେଇ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିଲା। ତେବେ ପଥରଟିର ଓଜନ…
Read More...

ବିସିସିଆଇର ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ନୂଆଦିଲ୍ଲୀ : ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)ର ୩୬ତମ ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ କ୍ରିକେଟର୍‌ ରୋଜର ବିନ୍ନି। ମଙ୍ଗଳବାର ମୁମ୍ବାଇର ତାଜ ହୋଟେଲରେ ଅନୁଷ୍ଠିତ ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ବିସିସିଆଇର ପୂର୍ବତନ ଅଧ୍ୟକ୍ଷ…
Read More...

୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଘୂର୍ଣ୍ଣିବଳୟ…
Read More...

୧ ରୁ ପୁଣି ବର୍ଷା

ଭୁବନେଶ୍ୱର : ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
Read More...

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷା

ଭୁବନେଶ୍ୱର : ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି…
Read More...