Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
Uncategorized
ପୁଣି ୧୮ରୁ ବର୍ଷା
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଫଳରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।…
Read More...
Read More...
ଉତ୍ତର ଭୁବନେଶ୍ୱର ଭସାଣି କମିଟିର ପ୍ରସ୍ତୁତି ବୈଠକ ଓ ସମ୍ବର୍ଦ୍ଧନା ମହୋତ୍ସବ
ଭୁବନେଶ୍ୱର,୧୧ା୯ – ଉତ୍ତର ଭୁବନେଶ୍ୱର ଭସାଣି କମିଟି ପକ୍ଷରୁ ଦୁର୍ଗାପୂଜା ଭସାଣି ପାଇଁ ପ୍ରସ୍ତୁତି ବୈଠକ ପଟିଆ ସ୍ଥିତ ଏକ ଘରୋଇ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଭସାଣି କମିଟିର ସଂଯୋଜକ ସମରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଶିଷ୍ଠ ଅତିଥି ମାନଙ୍କ ମଧ୍ୟରେ କିଟ ଓ…
Read More...
Read More...
ଆଜି ଏହିସବୁ ଜିଲ୍ଲାରେ ବର୍ଷା
ଭୁବନେଶ୍ୱର: ବାୟୁମଣ୍ଡଳରେ ଉପସ୍ଥିତ ଆର୍ଦ୍ରତା ଏବଂ ତାପମାତ୍ରା ବୃଦ୍ଧି ଯୋଗୁଁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ଅଞ୍ଚଳରେ ଗୁଳୁଗୁଳି ବଢ଼ିଛି। ନିଷ୍କ୍ରିୟ ମୌସୁମୀ ପ୍ରଭାବରେ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପ ଆସିବା ଯୋଗୁଁ ବଜ୍ରପାତ ସୃଷ୍ଟି ହେଉଛି। ଶନିବାର ଭଦ୍ରକରେ ସର୍ବାଧିକ…
Read More...
Read More...
ପୁଣି ପ୍ରବଳ ବର୍ଷା
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ଅବପାତ ପଶ୍ଚିମ ଓ…
Read More...
Read More...
ନଦୀ ବନ୍ଧକୁ ନେଇ ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ
କେନ୍ଦ୍ରାପଡ଼ା,୧୯ା୮: କେନ୍ଦ୍ରାପଡ଼ା ଜିଲା ମହାନଦୀ ସିଷ୍ଟମରେ ଥିବା ନଦୀଗୁଡ଼ିକରେ ବନ୍ୟା ଜଳସ୍ତର କମୁଛି। ହେଲେ ନଦୀରେ ଜଳସ୍ତରର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀବନ୍ଧରେ ଘଳିଆ ଯୋଗୁ ବନ୍ୟାଜଳ ଗ୍ରାମକୁ ପଶିବା ନେଇ ନିକଟସ୍ଥ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏବେ…
Read More...
Read More...
ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର, : ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନୃପଟେ, ଅବପାତ ପ୍ରଭାବରେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲାର…
Read More...
Read More...
ରାଜ୍ୟରେ ପ୍ରବଳ ବର୍ଷା ହେବ
ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ…
Read More...
Read More...
୭ ରେ ପ୍ରବଳ ବର୍ଷା ପବନ
ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ…
Read More...
Read More...
ମାଇଁ ମେଡିସିନ ପଲିକ୍ଲିନିକ ଉଦଘାଟିତ
ଭୁବନେଶ୍ୱରର ଲୁଇସ୍ ରୋଡ଼ ଠାରେ ମାଇଁ ମେଡିସିନ ପଲିକ୍ଲିନିକ ଉଦଘାଟିତ ହୋଇଯାଇଛି। ଏହାକୁ ଡଃ ଅମ୍ରିତ ଆନନ୍ଦ, ଡଃ ସତ୍ୟ ରଞ୍ଜନ ପାଣିଗ୍ରାହୀ, ଡଃ ସୂର୍ଯ୍ୟକାନ୍ତ ସ୍ବାଇଁ ପ୍ରମୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ମାଇଁ ମେଡିସିନ ପଲିକ୍ଲିନିକ ଅଭିଜ୍ଞ ଡାକ୍ତରମାନଙ୍କୁ ନେଇ…
Read More...
Read More...
ଜୁନ ମାସରେ ଅଧିକ ବର୍ଷା ହେବ
ଭୁବନେଶ୍ୱର,୧ା୬(ବ୍ୟୁରୋ): ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଏଭଳି ଅନୁମାନ କରିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ କେତେ ବର୍ଷା ହେବ ସେ ନେଇ ଏକ ମିଶ୍ରିତ ଆକଳନ କରାଯାଇଛି। ମୌସୁମୀ ଋତୁରେ ରାଜ୍ୟର…
Read More...
Read More...