banner
Breaking
Browsing Category

Uncategorized

ଅଣ ସ°କ୍ରମକରୋଗ (ଏନସିଡି)ରେ ୬୧% ଭାରତୀୟ ମୃତ୍ୟୁ ଘଟିଥାଏ,ଏହାର ପ୍ରତିକାର କଣ

ହୃଦ୍‌ଘାତ ଓ ଡାଇବେଟିସ୍ ଏବଂ ସିକେଡି ସହିତଏହାର ସମ୍ପର୍କ ଅଣ ସଂକ୍ରାମକରୋଗ (ଏନସିଡି) ହେଉଛି ଏକ ପ୍ରମୁଖ ସ୍ୱାସ୍ଥ୍ୟ ସମସ୍ୟା ଯେଉଁଥିରେ ଭାରତରେ ପ୍ରାୟ ୬୧% ମୃତ୍ୟୁ ହୋଇଥାଏ । ୧ ଦୁର୍ଭାଗ୍ୟ ବଶତଃ ବହୁମୁଖୀ ସମ୍ପର୍କିତ ଦୀର୍ଘସ୍ଥାୟୀ ଅବସ୍ଥାର ଆହୁରି ଅନେକ ବ୍ୟାପକ ସମସ୍ୟା ରହିଛି…
Read More...

ଡାନ୍ସବାରରୁ ଉଠିଲା କଟକଣା

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍‌ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ କରାଯାଇଛି। ଏଣିକି ରାତି ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ଡ୍ୟାନ୍ସ ବାର୍‌ । ଏଥିରେ ମଦ୍ୟପାନ ସହ ଡ୍ୟାନ୍ସ ଚାଲିପାରିବ। ଅବକାରୀ ବିଭାଗ…
Read More...

୧୩ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର,…
Read More...

ଭୟଙ୍କର ବାତ୍ୟାରେ ପରିଣତ ହେଲା ବାତ୍ୟା ଅସାନି

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ…
Read More...

ଉପକୂଳ ଛୁଇଁବ ନାହିଁ ବାତ୍ୟା, କିନ୍ତୁ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର ଅବପାତରେ…
Read More...

ଆଜି ଅବପାତର ରୁପନେବ ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆଜି ଅବପାତର ରୂପ ନେବ ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଗତି କରି ଶନିବାର ଅବପାତ ଓ ଆସନ୍ତାକାଲି ସା ସୁଦ୍ଧା ବାତ୍ୟାରେ ପରିଣତ ହେବା ନେଇ ଆଶଙ୍କା ରହିଛି । ଏହା ପୂର୍ବରୁ ଆଜି ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ଆସିବ । ୧୦ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ…
Read More...

ଆଜି ୨୨ଟି ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…
Read More...

କାଲି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି,…
Read More...

୨୪ ଘଣ୍ଟା ମଧ୍ୟରେ ବର୍ଷା, ଆସୁଛି ବାତ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋମଇ ଅବପାତ (ଡିପ୍ରେସନ)ରେ ପରିଣତ ହେବ ବୋଲି…
Read More...

ଆସୁଛି ବାତ୍ୟା, ୯ ରୁ ବର୍ଷା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୯ ତାରିଖ ବେଳକୁ ବାତ୍ୟା ରୂପ…
Read More...