Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
Uncategorized
ଆହୁରି ଦୁଇଦିନ ତାତି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ ଗ୍ରୀଷ୍ମ ପ୍ରବାହ…
Read More...
Read More...
ଏବେ ବଢୁଛି ବାଇଗଣି ରଶ୍ମି, ଚର୍ମ କର୍କଟ ହେବାର ଆଶଙ୍କା
ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ନିକଟରୁ ଆସୁଥିବା ଅଲଟ୍ରାଭାଓଲେଟ…
Read More...
Read More...
ତତାଇ ଲାଣି ତାତି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ…
Read More...
Read More...
ଏମ୍ସ ଭୁବନେଶ୍ୱରରେ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିଫେରାଲ୍ ସ୍ନାୟୁ ସର୍ଜରୀର ୧୦ମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
ଭୁବନେଶ୍ୱର, ୫/୪ : ଏମ୍ସ ଭୁବନେଶ୍ୱରର ନ୍ୟୁରୋ ସର୍ଜରୀ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ପକ୍ଷରୁ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିଫେରାଲ୍ ନର୍ଭ ସର୍ଜରୀ (ଆଇଏସପିଏନଏସ) ର ୧୦ମ ବାର୍ଷିକ ସମ୍ମିଳନୀ ସଫଳତାପୂର୍ବକ ଆୟୋଜିତ ହୋଇଯାଇଛି। ରବିବାର ଦିନ ସମାପ୍ତ ହୋଇଥିବା ଏହି ଦୁଇଦିନିଆ…
Read More...
Read More...
ଆସନ୍ତା ଚାରି ଦିନ ମେଘୁଆ ପାଗ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତାତିର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୪ ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ସ୍ବଳ୍ପରୁ…
Read More...
Read More...
ବରିଷ୍ଠ ନାଗରିକ ସ°ଘର ବାର୍ଷିକ ଉତ୍ସବ ଓ ଉତ୍କଳ ଦିବସ ପାଳିତ
ଭୁବନେଶ୍ୱର ୧/୪, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀ ବରିଷ୍ଠ ନାଗରିକ ସଂଘର ବାର୍ଷିକ ଉତ୍ସବ ଓ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଉବରେ ମୁଖ୍ୟ ଅତିଥିଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...
Read More...
ଆଲନିଚ୍ ଲାଇଫ୍ସାଇନ୍ସ୍ ପକ୍ଷରୁ ବିଶ୍ୱ ବୃକକ ଦିବସ ଅବସରରେ ହେଲଥ୍ ଆପ୍ର ଶୁଭାରମ୍ଭ
ବିଶ୍ୱ ବୃକକ୍ ଦିବସ ଅବସରରେ ଆଲନିଚ୍ ଲାଇଫ୍ସାଇନ୍ସ୍ ପକ୍ଷରୁ ହେଲଥ୍ ଆପ୍ର ଶୁଭାରମ୍ଭ କରାଯାଇଛି । ଏହି ୟୁଜର୍-ଫ୍ରେଣ୍ଡଲି ଆପ ମାଧ୍ୟମରେ ସିକେଡି(କ୍ରୋନିକ୍ କିଡ୍ନୀ ଡିଜିଜ୍) ରୋଗୀଙ୍କୁ ଡାକ୍ତରମାନଙ୍କ ସହାୟତାରେ ଉପଯୁକ୍ତ ପରାମର୍ଶ ଉପଲବ୍ଧ କରାଯାଇ ପାରିବ ।
ଏହି ଆପ୍ କିଡନୀ…
Read More...
Read More...
ତମାଖୁ: ହୃଦଘାତର ସଙ୍କଟ କାରକ ବିଶେଷଜ୍ଞଙ୍କ ଚେତାବନୀ
ଟେଲିଭିଜନ, ଚଳଚ୍ଚିତ୍ର ଏବଂ ପ୍ରେସ ସମେତ ବିଭିନ୍ନ ଗଣମାଧ୍ୟମରେ କର୍କଟ ରୋଗୀଙ୍କ ଦୁର୍ଦଶାର ପ୍ରଭାବଶାଳୀ ଚିତ୍ରଗୁଡିକ ଭାରତରେ ଧୂମପାନ ଏବଂ କର୍କଟ ମଧ୍ୟରେ ସମ୍ପର୍କ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ସଚେତନତା ସୃଷ୍ଟି କରିଛି । କିନ୍ତୁ ଅଧିକାଂଶ ଭାରତୀୟ ଏପର୍ଯ୍ୟନ୍ତ ଜାଣି ନାହାଁନ୍ତି ଯେ…
Read More...
Read More...
ଏମ୍ସ ଭୁବନେଶ୍ୱରରେ ବାର୍ଦ୍ଧକ୍ୟ ରୋଗ ଜନିତ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍ କାର୍ଯ୍ୟକ୍ଷମ
ଭୁବନେଶ୍ୱର : ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବା ସହିତ ବାର୍ଦ୍ଧକ୍ୟ ରୋଗ ଜନିତ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରର ମେଡିସିନ୍(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍ ସେବା ଆରମ୍ଭ କରିଛି। ଚଳିତ ମାସ ପହିଲାରୁ କାର୍ଯ୍ୟାରମ୍ଭ କରିଥିବା ଏହି…
Read More...
Read More...
ଟିକେ ବଢିବ ଥଣ୍ଡା, କୁହୁଡି ହେବ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ରାଜ୍ୟର ବିଭିନ୍ନ ଜିଲାରେ ସାମାନ୍ୟ…
Read More...
Read More...