banner
Breaking
Browsing Category

Uncategorized

ଆଜି ବିଭିନ୍ନ ସ୍ଥାନରେ ବର୍ଷା ହେବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଝାରସୁଗୁଡ଼ା,…
Read More...

ଫେବୃଆରୀ ୩ରୁ ପୁଣି ବର୍ଷା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହି ଟୁଇଟ୍‌ରେ କୁହାଯାଇଛି- ପୁଣି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ପ୍ରତ୍ୟେକ ଦିଗରୁ ଭଲ ରହିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ପାରିବାରିକ ସମସ୍ୟା ସମାଧାନ କରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର…
Read More...

ଏମ୍‌ସ ଭୁବନେଶ୍ୱରରେ ୧୫-୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ଟିକାକରଣ ଆରମ୍ଭ

ଭୁବନେଶ୍ୱର, ୩/୧(ବ୍ୟୁରୋ): ଯୁବଗୋଷ୍ଠୀଙ୍କୁ କରୋନା ମହାମାରୀ କବଳରୁ  ସୁରକ୍ଷିତ ରଖିବା ନିମନ୍ତେ ଆଜିଠାରୁ ଏମ୍‌ସ ଭୁବନେଶ୍ୱରରେ ୧୫-୧୮ ବର୍ଷ ବୟସର କିଶୋର/କିଶୋରୀମାନଙ୍କ ନିମନ୍ତେ  ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଏମ୍‌ସ ଭୁବନେଶ୍ୱରରେ ପରିସରରେ ଆଜି ସକାଳ ୮ରୁ ଟିକାକରଣ ଅଧିବେଶନ…
Read More...

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ  ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏପ୍ରିଲ…
Read More...

ପ୍ରଳୟର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୨।୧୨: ଭୁପୃଷ୍ଠରୁ ଭୁପୂଷ୍ଠକୁ ନିକ୍ଷେପ କରୁଥିବା ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ‘ପ୍ରଳୟ’ର ବୁଧବାର ସଫଳ ପରୀକ୍ଷଣ କରିଛି ଭାରତ। ଓଡ଼ିଶା ଉପକୂଳସ୍ଥିତ ବାଲେଶ୍ୱରର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପୂର୍ବାହ୍ନ ୧୦ଟା ୩୦ରେ ଏହାର ପରୀକ୍ଷଣ…
Read More...

ଗୋଟିଏ ସ୍ଥାନରେ ଯୁବକ ଯୁବତୀ ରହିଲେ ଲିଭଇନ-ରିଲେସନସିପ୍ ନୁହେଁ

ଚଣ୍ଡିଗଡ଼, ୧୬ା୧୨: ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି, ତେବେ ତାହାକୁ ଲିଭ୍‌-ଇନ୍‌ ରିଲେସନଶିପ୍‌ କୁହାଯାଇପାରିବ ନାହିଁ। କେତେ ଦିନ ପର୍ଯ୍ୟନ୍ତ ସେମାନେ ଏକାଠି ରହୁଛନ୍ତି, ଜଣେ ଅନ୍ୟ ଜଣଙ୍କ ପ୍ରତି ଥିବା କର୍ତ୍ତବ୍ୟ ପାଳନ କରୁଛନ୍ତି କି…
Read More...

ଓମିକ୍ରନ୍ ପାଇଁ ବୁଷ୍ଟର ଡୋଜର ଆବଶ୍ୟକ-ବିଶେଷଜ୍ଞ

ନୂଆଦିଲ୍ଲୀ,୧୬ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣର ବୃଦ୍ଧିକୁ ଦେଖି ଦେଶର ଜଣେ ନାମୀ ସ୍ୱାସ୍ଥ୍ୟ ବିଶେଷଜ୍ଞ ସରକାରଙ୍କୁ କୋଭିଡ-୧୯ ସଂକ୍ରମଣର ତୃତୀୟ ଲହରକୁ ନେଇ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ସେ ବୁଷ୍ଟର ଡୋଜ ଉପରେ ଗୁରୁତ୍ୱ ଦେଇଛନ୍ତି । ବିଶେଷ କରି କିଛି…
Read More...

୮ ଦିନ ମେଘୁଆ ପାଗ ସହିତ ଶୀତ ବଢିବ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ ରହିଛି। ଏଥିସହିତ ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁଚାପ ଯୋଗୁ ସମୁଦ୍ରରୁ ଜଳୀୟ ବାଷ୍ପ ସ୍ଥଳଭାଗକୁ ଆସିବା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ବାଲେଶ୍ବର, ଭଦ୍ରକ,…
Read More...

ଦୁଇଦିନ ବର୍ଷା, ବଢିବ ଶୀତ

ଭୁବନେଶ୍ବର,୯/୧୩(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଶ୍ରୀଲଙ୍କା ଉପକୂଳ ମଧ୍ୟ ଦେଇ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାର…
Read More...