ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେଡି ବିଧାୟକଙ୍କ ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍ । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ତାଙ୍କ ବାସଭବନରେ ଚଢାଉ କରିଛି ସିବିଆଇ । ସି-ସୋର ଲିଙ୍କରେ ବିଧାୟକଙ୍କ ଘରେ ଚଢାଉ ହୋଇଥିବା ସୂଚନା ମିଳିଛି ।