banner
Breaking

ଜାନୁୟାରୀ ୩୧ରୁ ବଜେଟ ଅଧିବେଶନ

0

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ ରୁ ଫେବୃୟାରୀ ୧୧ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

Khansweb Solution Bhubaneswar

Leave A Reply

Your email address will not be published.