banner
Breaking

ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା

1

ଭୁବନେଶ୍ୱର : ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି।

୧୯୮୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ପ୍ରଦୀପ ଜେନା ବର୍ତ୍ତମାନ ସ୍ବତନ୍ତ୍ର ରିଲିଫ୍‌ କମିଶନ ଏବଂ ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଛନ୍ତି। ଫେବୃୟାରୀ ୨୮ରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଅବସର ନେବା ପରେ ପ୍ରଦୀପ ମାର୍ଚ୍ଚ ୧ରୁ ଏହି ଦାୟିତ୍ୱ ଗ୍ରହଣ କରିବେ।

ଅନ୍ୟପକ୍ଷରେ ପ୍ରଦୀପଙ୍କ ପଦୋନ୍ନତି ପରେ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଦାୟିତ୍ୱ ଦିଆଯାଇଛି। ସେ ଜଳସମ୍ପଦ ସଚିବ ସହ ଉନ୍ନୟନ କମିଶନର ଦାୟିତ୍ୱ ତୁଲାଇବେ।

Khansweb Solution Bhubaneswar
1 Comment
  1. mitolyn reviews says

    **mitolyn reviews**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.