banner
Breaking

ବେନାମୀ ଖାଦ୍ୟସାମଗ୍ରୀ ବିକ୍ରି ଉପରେ ହେବ ଚଢ଼ାଉ

1

ଭୁବନେଶ୍ୱର : ଭୁବନେଶ୍ୱର ବଜାରରେ ବେନାମୀ ଖାଦ୍ୟସାମଗ୍ରୀ ବିକ୍ରି ହେଉଛି। ଖାଦ୍ୟ ପ୍ୟାକେଟରେ ପ୍ରସ୍ତୁତ ଓ ବୈଧ ତାରିଖ ରହୁନି । ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅଣପଞ୍ଜିକୃତ ସଂସ୍ଥା ଉପରେ ଚଢାଉ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ବିଏମ୍‌ସି, ସିଏମ୍‌ସି, ସ୍ବାସ୍ଥ୍ୟ ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗକୁ ଟୁଇଟ କରି କାର୍ଯ୍ୟନୁଷ୍ଠାନ ନେବାକୁ କହିଛନ୍ତି। ଯେଉଁସବୁ ଖାଦ୍ୟର ମାନ ଖରାପ ରହୁଛି କିମ୍ବା ଅପମିଶ୍ରଣ କରାଯାଉଛି ସେସବୁ ସଂସ୍ଥା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

Khansweb Solution Bhubaneswar
1 Comment
  1. mitolyn says

    **mitolyn**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.