banner
Breaking

ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ +୨ବିଜ୍ଞାନ ପରୀକ୍ଷା ଫଳ।

0

ଭୁବନେଶ୍ବର,୧୦/୮(ଓଡ଼ିଆ ନ୍ୟୁଜ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ଆସନ୍ତା ୧୨ ତାରିଖ ମଧ୍ୟାହ୍ନ ସାଢେ ୧୨ଟାରେ ପରିଷଦ କାର୍ଯ୍ୟାଳୟ ଠାରେ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ବିଜ୍ଞାନ ପାଠ୍ୟକ୍ରମର ଖାତା ଅନ୍‌ଲାଇନ୍‌ରେ ମୂଲ୍ୟାୟନ କରାଯାଇଥିଲା। ବିଜ୍ଞାନ ଫଳ ପ୍ରକାଶ ପାଇବା ପରେ ବାଣିଜ୍ୟ, କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପ୍ରକାଶ କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.