banner
Breaking

ଦୀପାବଳିର ଶୁଭେଚ୍ଛା ଜଣାଗଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଆହୁରି ମଧ୍ୟ ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.