banner
Breaking

ନୂତନ ଓମଫେଡ ପ୍ଲାଣ୍ଟକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

କଟକ ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋମଟିକ ଡାଏରୀ ପ୍ଲାଣ୍ଟ ନିର୍ମିତ ହୋଇଛି । ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ ହୋଇପାରିବ। ଏହାଛଡା ଦିନକୁ ୨ ଲକ୍ଷ ଲିଟର କ୍ଷୀରରୁ ଦୁଗ୍ଧ ପାଉଡର ପ୍ରସ୍ତୁତ କରାଯାଇ ପାରିବ । ଓମ୍‌ଫେଡ ଆମ ଚାଷୀଭାଇଙ୍କ ଅବଦାନ । ଚାଷୀଙ୍କ ରୋଜଗାର ବଢାଇବା ଆମର ଲକ୍ଷ୍ୟ । ଏହି ଡାଏରୀ ପ୍ଲାଣ୍ଟ ଦ୍ବାରା ଚାଷୀଙ୍କ ରୋଜଗାର ବଢିବ ବୋଲି ହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.