banner
Breaking

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶର, ୩୦।୫(ବ୍ୟୁରୋ): ଓଡ଼ିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ଭିତରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଉପରେ ଆଲୋଚନା ହେବା ସହ ପ୍ରଧାନମନ୍ତ୍ରୀଙ୍କୁ ସହାୟତା ମାଗିଛି । ହେଲେ ରାଷ୍ଟ୍ରପତି ନିର୍ବାଚନ ଲାଗି କୌଣସି ଆଲୋଚନା ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିବି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.