ଚାଲିଛି ରାଷ୍ଟ୍ରପତି ନିର୍ବାଚନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ୨୭ ରାଜନୈତିକ ଦଳର ସମର୍ଥନ ରହିଛି। ବିରୋଧି ଦଳଙ୍କ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ୧୪ ଟି ଦଳର ସମର୍ଥନ ରହିଛି। ସେ ପ୍ରାୟ ୩.୬୨ ଲକ୍ଷ ଭୋଟ ପାଇବେ ବୋଲି ଆଶା କରାଯାଉଛି।

**mitolyn**
Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.