banner
Breaking

ପୂର୍ବତନ ଏମପି ସୁବାସ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

1

କେସିଙ୍ଗା : କଳାହାଣ୍ଡିର ପୂର୍ବତନ ଏମ୍‌ପି ସୁବାସ ଚନ୍ଦ୍ର ନାୟକଙ୍କ ରବିବାର ପରଲୋକ ହୋଇଛି । ସକାଳେ ଭବାନୀପାଟଣା ମେଡିକାଲରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।

୧୯୯୧ରୁ ୧୯୯୫ ପର୍ଯ୍ୟନ୍ତ କଂଗ୍ରେସରୁ କଳାହାଣ୍ଡିର ଏମ୍‌ପି ଥିଲେ । ବର୍ତ୍ତମାନ ସେ ଭାଜପା ସଦସ୍ୟ ଥିଲେ । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହିତ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି  ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.