banner
Breaking

ସମସ୍ତ ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

1

ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଦେଶ ନିର୍ମାଣରେ ଆପଣମାନଙ୍କ କଠିନ ପରିଶ୍ରମ ଓ ବହୁମୂଲ୍ୟ ଅବଦାନ ପ୍ରତି ମୋର ସମ୍ମାନ ଜଣାଉଛି। ଶ୍ରମିକମାନଙ୍କ ସ୍ବାର୍ଥ ସୁରକ୍ଷା, କଲ୍ୟାଣ ତଥା ସର୍ବାଙ୍ଗୀନ ଉନ୍ନତି ଦିଗରେ ଆମ ପ୍ରତିବଦ୍ଧତାକୁ ଆହୁରି ଦୃଢ଼ କରୁଛୁ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.