banner
Breaking

ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ।

0

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର ମାର୍ଗରେ ଅଗ୍ରସର କରାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.