banner
Breaking

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍।

0

ଭୁବନେଶ୍ୱର,୪/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‍ କରୋନା ପଜିଟିଭ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏହି ୨୯ ବର୍ଷ ବୟସ୍କ ଯୁବକଙ୍କ ଘର କଳାହାଣ୍ଡି ଜିଲ୍ଲାରେ । ସେ ବାହରିନ୍‍ ଗସ୍ତ କରିଥିବା ଜଣାପଡିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.