banner
Breaking

ଓଡିଶାରେ ଆଉ ୪ ଆକ୍ରାନ୍ତ। ମୋଟ ୫୪ ଜଣକୁ ବୃଦ୍ଧି।

0

ଭୁବନେଶ୍ବର: ରାଜ୍ୟରେ ଶନିବାର ରାତିରେ ଆଉ ଚାରି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟ ୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି। ତେବେ ଏ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।

Khansweb Solution Bhubaneswar

Leave A Reply

Your email address will not be published.