banner
Breaking

ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କରୋନା।

0

ଭୁବନେଶ୍ୱର,୧୧।୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ପରିସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହି କ୍ରମରେ ଆଜି କୌଣସି ଲକ୍ଷଣ ନଥାଇ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ ଆଇସୋଲେଶନରେ ଥିବା ପ୍ରକାଶ କରିଛନ୍ତି। ଯେଉଁ ମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ତୁରନ୍ତ କୋଭିଡ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.