banner
Breaking

ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବନାହିଁ।

0

ଭୁବନେଶ୍ବର,୨୩/୯(ବ୍ୟୁରୋ):ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କୋଭିଡ ଡାକ୍ତରଖାନାମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ପରିବାର ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବାର ଅଭିଯୋଗ ଆସୁଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.