banner
Breaking

ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ସୁସ୍ଥ।

0

ଭୁବନେଶ୍ୱର,୨୮।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଜଣଙ୍କ ଭୁବନେଶ୍ୱରର। ନମୂନା ନେଗେଟିଭ୍‌ ଆସିବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।

Khansweb Solution Bhubaneswar

Leave A Reply

Your email address will not be published.