banner
Breaking

ବୃଦ୍ଧି ପାଉଛି କରୋନା ସଂକ୍ରମଣ

1

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୧୭୮ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି।
ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.