banner
Breaking

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ। ୧୭୦ କୁ ବୃଦ୍ଧି।

0

ଭୁବନେଶ୍ଵର,୫/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି।
ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲାର, ସେ ନିକଟରେ ସୁରତରୁ ଫେରିଥିଲେ। ତାଙ୍କ ବୟସ ୧୮ ବର୍ଷ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଗଞ୍ଜାମ ଜିଲାରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ଦୁଇଜଣ ମଧ୍ୟ ସୁରତରୁ ଫେରିଥିଲେ। ଫଳରେ ସୁରତ ଫେରନ୍ତାଙ୍କୁ ନେଇ ଜିଲା ପ୍ରଶାସନ ଚିନ୍ତାରେ ପଡ଼ିଛି।

Khansweb Solution Bhubaneswar

Leave A Reply

Your email address will not be published.