banner
Breaking

ରାଜ୍ୟରେ ପୁଣି ୨୦ ଆକ୍ରାନ୍ତ ଚିହ୍ନଟ। ମୟୂରଭଞ୍ଜରେ ପହଞ୍ଚିଲା କରୋନା।

0

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମ ଓ ୩ଜଣ ମୟୁରଭଞ୍ଜ ଅଂଚଳର ଅଟନ୍ତି । ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ଓ ଏମାନଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ଏମାରଙ୍କ ବୟସ ୧୮ରୁ ୫୦ ବର୍ଷ ମଧ୍ୟରେ ଓ ସମସ୍ତେ କ୍ୱାରେନଟାଇନ ସେଣ୍ଟରରେ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି । ଗତକାଲି ଜଗତସିଂହପୁର ଜିଲ୍ଲାରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମୟୁରଭଞ୍ଜ ଜିଲ୍ଲାରେ ପ୍ରଥମ ଥର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.