banner
Breaking

ରାଜ୍ୟରେ ପୁଣି ୨୩ ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୪୩୭ କୁ ବୃଦ୍ଧି।

0

ଭୁବନେଶ୍ୱର,୧୨/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ପୁଣି ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୫ ଜଣ ବାଲେଶ୍ବରର ,ବୌଦ୍ଧରୁ ୧,ଗଞ୍ଜାମ ଜିଲାର ୩ ଜଣ,ପୁରୀରୁ ଜଣେ ଓ ଯାଜପୁରରୁ ୩ଜଣ।
ସୂଚନାଯୋଗ୍ୟ,ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୩୪୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.