banner
Breaking

ରାଜ୍ୟରେ ପୁଣି ୧୦୧ ପଜିଟିଭ୍। ଆକ୍ରାନ୍ତଙ୍କ ସ°ଖ୍ୟା ୫୩୮ କୁ ବୃଦ୍ଧି। ଗଞ୍ଜାମରୁ ସର୍ବାଧିକ ୫୨

0

ଭୁବନେଶ୍ୱର, ୧୩।୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୦୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଗଞ୍ଜାମରୁ ୫୨ ,ବାଲେଶ୍ବର-୩୩,ଯାଜପୁର-୭,ସୁନ୍ଦରଗଡ-୭ ଓ କେନ୍ଦୁଝରରୁ ଦୁଇଜଣ ବୋଲି ଜଣା ପଡିଛି। ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୪୧୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.