ଭୁବନେଶ୍ୱର, ୫।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ଏଥି ମଧ୍ୟରୁ ୧୫ ଜଣ ବମିଖାଲ ଅଞ୍ଚଳର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଏହାକୁ ମିଶାଇ ଗୋଟିଏ ଦିନରେ ରାଜ୍ୟରେ ମୋଟ ୧୮ କରୋନା ପଜିଟିଭ ହୋଇଥିବା ବେଳେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। ପ୍ରଥମ ୨ଟି କେସ ମଧ୍ୟରୁ ଜଣେ ବମିଖାଲ ଅଞ୍ଚଳର ୨୯ ,ଅନ୍ୟ ଜଣେ କପିଳ ପ୍ରସାଦର ୭୦ ବୟସ୍କ।
Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
