banner
Breaking

ଖୁସି ଖବର ରାଜ୍ୟରେ ପୁଣି ୬୨ ସୁସ୍ଥ।

0

ଭୁବନେଶ୍ଵର,୨୩/୫(ଓଡ଼ିଆ ନ୍ୟୁଜ): ଖୁସି ଖବର ରାଜ୍ୟରେ ଶନିବାର ପୁଣି ୬୨ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୯୭କୁ ବୃଦ୍ଧି ପାଇଛି। ଗଂଜାମ ଜିଲ୍ଲାରୁ ୪୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ରାଉରକେଲାରୁ ୨ ଜଣ, ଭଦ୍ରକ, ମୟୂରଭଂଜ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.