banner
Breaking

ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୯ କରୋନା ଆକ୍ରାନ୍ତ।

0

ଭୁବନେଶ୍ବର ,୨୫/୫(ଓଡ଼ିଆ ନ୍ୟୂଜ) : ରାଜ୍ୟ ପାଇଁ ଖୁସି ଖବର।  ସୋମବାର ରାଜ୍ୟରେ ଆଉ ୯୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହା ସହ ମୋଟ କରୋନା ଆରୋଗ୍ୟଙ୍କ ସଂଖ୍ୟା ୬୪୯କୁ ବୃଦ୍ଧି ହୋଇଛି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତମାନଙ୍କ ମଧ୍ୟରୁ  ବାଲେଶ୍ବର-୩୪, ଗଞ୍ଜାମ- ୧୫, ଯାଜପୁର- ୧୩ , କେନ୍ଦ୍ରାପଡା- ୧୩, ପୁରୀ -୧୦ , ଭଦ୍ରକ-୯,  ନୟାଗଡ଼- ୩, ସୁନ୍ଦରଗଡ଼ ଓ ଦେବଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ସୁଦ୍ଧା ୧୪୩୮ ଜଣ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ବେଳେ ୭୮୨ଜଣ ଚିକତ୍ସାଧିନ , ୬୪୯ ସୁସ୍ଥ  ଓ ୭ ଜଣଙ୍କର ମୃତ୍ୟୁ ଘଟିଛି ।

Khansweb Solution Bhubaneswar

Leave A Reply

Your email address will not be published.