banner
Breaking

ସର୍ବୋଚ୍ଚ ଗିରି ଶୃଙ୍ଗ ଆରୋହଣ କଲେ ଓଡ଼ିଆ ପୁଅ

1

ଭୁବନେଶ୍ୱର : ଓଡ଼ିଶାର ପର୍ବତାରୋହଣକାରୀ ସିଦ୍ଧାର୍ଥ ରାଉତରାୟ ୟୁରୋପର ସର୍ବୋଚ୍ଚ ଗିରି ଶୃଙ୍ଗ ମାଉଣ୍ଟ ଏଲବ୍ରୁସ ଆରୋହଣ କରିଛନ୍ତି। ମେ ୩ ତାରିଖରେ ସିଦ୍ଧାର୍ଥ ଏହି ପର୍ବତ ଚଢିଥିଲେ। ଶୁକ୍ରବାର ସେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ଏହା ପୂର୍ବରୁ ମାଉଣ୍ଟ ଭିନସେଣ୍ଟ, ମାଉଣ୍ଟ କିଲିମାଞ୍ଜାରୋ ଏବଂ ମାଉଣ୍ଟ ଏଭରେଷ୍ଟ ଆରୋହଣ କରି ସାରିଛନ୍ତି।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.