banner
Breaking

ଇଂଲଣ୍ଡ ପାକିସ୍ତାନକୁ ହରାଇ ଚମ୍ପିଅନ୍

1

ମେଲବୋର୍ନ,୧୨।୧୧: ଇଂଲଣ୍ଡ ଟି-୨୦ ବିଶ୍ୱକପ ୨୦୨୨ ଚାମ୍ପିଅନ୍‌ ହୋଇଛି। ମେଲବୋର୍ନରେ ଚାଲିଥିବା ଫାଇନାଲ ମ୍ୟାଚରେ ବେନ ଷ୍ଟୋକ୍ସ ଏବଂ ମୋଇନ ଅଲିଙ୍କ ଚମତ୍କାର ଇନିଂସ ଆଧାରରେ ପାକିସ୍ତାନକୁ ୫ ଉଇକେଟ୍‌ରେ ପରାସ୍ତ କରିଛି ଇଂଲଣ୍ଡ। ଏହା ହେଉଛି ଇଂଲଣ୍ଡର ଦ୍ୱିତୀୟ ଟି -୨୦ ବିଶ୍ୱକପ ଟାଇଟେଲ। ଏହାପୂର୍ବରୁ ୨୦୧୦ରେ ଇଂଲଣ୍ଡ ଏହି ଟ୍ରଫି ହାସଲ କରିଥିଲା। ଫାଇନାଲ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୧୩୭ ସ୍କୋର କରିଥିଲା, ଏହାର ଜବାବରେ ଇଂଲଣ୍ଡ ୧୯ ଓଭରରେ ଏହି ଲକ୍ଷ୍ୟ ହାସଲ କରିଥିଲା। ବେନ ଷ୍ଟୋକ୍ସ ୫୨ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ।

Khansweb Solution Bhubaneswar
1 Comment
  1. mitolyn official says

    **mitolyn official**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.