banner
Breaking

ବାରବାଟୀରେ ହେବ ଟି୨୦ ମ୍ୟାଚ।

0

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ୨୦୨୨ ଫେବୃୟାରୀରେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର ବିଶିଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତ ଆସିବ। ଏହି ଗସ୍ତର ପ୍ରଥମ ଟି୨୦ ମ୍ୟାଚ୍‌ର ଆୟୋଜନ ଅଧିକାର କଟକକୁ ଦିଆଯାଇଛି ବୋଲି ସେ କହିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.