banner
Breaking

କ°ଗ୍ରେସ ଭବନରେ ବୋମା ମାଡ

0

ଭୁବନେଶ୍ୱର,୯ା୧(ବ୍ୟୁରୋ): ଗୋଷ୍ଠୀ କନ୍ଦଳକୁ ନେଇ ଶନିବାର ବିଳମ୍ବିତ ରାତିରେ କଂଗ୍ରେସ ଭବନରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ସନ୍ଧ୍ୟାରେ ଦୁର୍ଗା ମାଧବ ମହଲା ନାମକ ଜଣେ ଯୁବକକୁ କଂଗ୍ରେସ ଭବନ ସାମ୍ନାରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ଏହା ପରେ ବିଳମ୍ବିତ ରାତିରେ ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ଛାତ୍ର ଓ ଯୁବ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଥିଲା। କଂଗ୍ରେସ ଭବନରେ ଗଣ୍ଡଗୋଳକୁ ନିନ୍ଦା କଂଗ୍ରେସ ବିଧାୟକ ସୁର ରାଉତରାୟ ନିନ୍ଦା କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.