banner
Breaking

ରାଜଧାନୀରେ ପୁଣି ଅଘଟଣ

0

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ ଯୋଗୁଁ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Khansweb Solution Bhubaneswar

Leave A Reply

Your email address will not be published.