banner
Breaking

ଲ ପରୀକ୍ଷା ଦେବେ ଅର୍ଚ୍ଚନା

0

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇ ଜେଲ୍‌ରେ ଥିବା ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମଙ୍ଗଳବାର ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ଦେଇଛନ୍ତି।

ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ଜେଲ ମାନୁଆଲ ଅନୁଯାୟୀ ସପ୍ତମ ସେମିଷ୍ଟାର ପରୀକ୍ଷା ଦେବେ ଅର୍ଚ୍ଚନା। ଏହା ପୂର୍ବରୁ ଅର୍ଚ୍ଚନାଙ୍କ ଓକିଲ ପରୀକ୍ଷା ଦେବା ପାଇଁ କୋର୍ଟର ଆବେଦନ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.