banner
Breaking

ଏସସିବି ନର୍ସିଂ କଲେଜ ହଷ୍ଟେଲ ବନ୍ଦ।

0

କଟକ ଅଫିସ,୧୦।୪: କଟକ ବଡ଼ ମେଡିକାଲର ନର୍ସିଂ କଲେଜକୁ ବନ୍ଦ ନେଇ ଶନିବାର ଘୋଷଣା ହୋଇଛି। କରୋନା ସଂକ୍ରମଣ ବଢ଼ିବା ପରେ ଏସିଏସ୍‌ (ସ୍ବାସ୍ଥ୍ୟ ବିଭାଗ)ଙ୍କ ନିର୍ଦ୍ଦେଶ କ୍ରମେ ନର୍ସିଂ କଲେଜକୁ ବନ୍ଦ କରାଯାଇଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ହଷ୍ଟେଲ ଛାଡ଼ିବା ପାଇଁ ଅନ୍ତେବାସୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏସ୍‌ସିବି ନର୍ସିଂ କଲେଜ ବନ୍ଦ ରହିବ ବୋଲି କୁହାଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.