banner
Breaking

ହାଇକୋର୍ଟରେ ବଢିବ ବିଚାରପତିଙ୍କ ସ°ଖ୍ୟା

0

କଟକ ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ ।

ବରିଷ୍ଠ ଆଇନଜୀବୀ ଭି. ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶପପଥୀ ଓ ଏମ.ଏସ. ରମଣଙ୍କୁ ବିଚାରପତି ଭାବେ ନିଯୁକ୍ତି ଦିଆଯିବ।

Khansweb Solution Bhubaneswar

Leave A Reply

Your email address will not be published.