banner
Breaking

ରାଜ୍ୟରେ ପୁଣି ୧୪୯ ସୁସ୍ଥ। ଆରୋଗ୍ୟଙ୍କ ସ°ଖ୍ୟା ୫୫୦୨ କୁ ବୃଦ୍ଧି।

0

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୪, ମୟୂରଭଞ୍ଜ ୧୪, କଟକ ୧୩, କଳାହାଣ୍ଡି-କେନ୍ଦ୍ରାପଡ଼ାରୁ ୬ଜଣ ଲେଖାଏ, ରାୟଗଡ଼ା ୫, ଅନୁଗୋଳ-ଝାରସୁଗୁଡ଼ା-ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ, ବଲାଙ୍ଗୀର-ଭଦ୍ରକ-ଯାଜପୁର-ପୁରୀରୁ ୩ଜଣ ଲେଖାଏ, ବାଲେଶ୍ୱର-ଜଗତ୍‌ସିଂହପୁର-ନୟାଗଡ଼ରୁ ୨ଜଣ ଲେଖାଏ, ବରଗଡ଼ ଏବଂ କେରାପୁଟରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ନୂତନ ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.