banner
Breaking

ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ।

0

କଟକ,୨୧/୯: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ ।

ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ଦୁଇଟି ଦମକଳ ଗାଡି ପହଞ୍ଚି ନିଆଁଲିଭା କାମରେ ନିୟୋଜିତ ହୋଇଛନ୍ତି । ଆଇସିୟୁରେ ଥିବା ସମସ୍ତ ରୋଗୀ ଓ ହସ୍ପିଟାଲର କର୍ମଚାରୀ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ଚିଫ୍ ଫାୟାର ଅଫିସର ସୂଚନା ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.