banner
Breaking

ଏଥର ହେବନାହିଁ କଟକ ବାଲିଯାତ୍ରା।

0

କଟକ ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ। ସାମୂହିକ ଭାବେ କଟକରେ ବୋଇତ ବନ୍ଦାଣ ଉତ୍ସବ ମଧ୍ୟ ହେବ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.