banner
Breaking

ଭୁଷୁଡି ପଡିଲା ଛତ୍ରବଜାର ପୋଲ

0

କଟକ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ଗାର୍ଡ ୱାଲ ଭୁଶୁଡ଼ି ଯିବାରୁ ୨ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ ସିଂ ପହଞ୍ଚି ସୁରକ୍ଷିତ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେବା ସହ ଏଭଳି ଦୁର୍ଘଟଣା କିଭଳି ଘଟିଲା ସେ ସମ୍ପର୍କରେ ଅନୁଧ୍ୟାନ କରୁଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.