banner
Breaking

ପିଲା ଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ

1

କଟକ : କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଅବହେଳା ଦର୍ଶାଇ ମେଡିକାଲ କର୍ତ୍ତୃପକ୍ଷ ତାଙ୍କୁ ବହିଷ୍କାର
କରିଥିବା ଜଣାପଡ଼ିଛି। ଏହା ସହିତ ଆଇସିୟୁରେ ଥିବା ୪ କର୍ମଚାରୀଙ୍କୁ ନୋଟିସ କରାଯାଇଛି।

Khansweb Solution Bhubaneswar
1 Comment
  1. mitolyn says

    **mitolyn**

    Mitolyn is a carefully developed, plant-based formula created to help support metabolic efficiency and encourage healthy, lasting weight management.

Leave A Reply

Your email address will not be published.